୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଉତ୍ତର ଝାଡ଼ଖଣ୍ଡ  ଓ ଏହାର ନିକଟବର୍ତ୍ତୀ ବିହାର ଉପରେ ଏକ ଲଘୁଚାପ ରହିଥିବାବେଳେ ଦକ୍ଷିଣ ବିହାର ଓ ଝାଡ଼ଖଣ୍ଡ ମଧ୍ୟରେ ଏକ ଘୂର୍ଣ୍ଣିବଳୟ ପୁଣି ସୃଷ୍ଟି ହୋଇଛି । ଏହା ଉତ୍ତର ପୂର୍ବ ଆରବସାଗର ଅଭିମୁଖେ  ଗତି କରିବ ବୋଲି  ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।

ଏହି ଘୂର୍ଣ୍ଣିବଳୟ ୫ ତାରିଖ ପର୍ଯ୍ୟନ୍ତ ଉତ୍ତର ପଶ୍ଚିମ ଉପରେ ରହିବ । ତେବେ ଏହା ସମ୍ପର୍ଣ୍ଣ ପ୍ରତ୍ୟାହୃତ ହେବାକୁ ଆଉ ସପ୍ତାହେ ଲାଗିବ । ଲଘୁଚାପ ପାଇଁ ଆଞ୍ଚିଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, କେନ୍ଦୁଝର ଓ ମୟୁରଭଞ୍ଜକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ