Masthead

ଫିଟିଲା ସମାଧାନ ବାଟ, ନିର୍ବାଚନ ପର୍ଯ୍ୟନ୍ତ ସଭାପତି ରହିବେ ସିଦ୍ଧୁ

(ବଡ଼ ଖବର ବ୍ୟୁରୋ): ପଞ୍ଜାବ ବିଧାନସଭା ନିର୍ବାଚନ ପର୍ଯ୍ୟନ୍ତ ପିସିସ ସଭାପତି ପଦରେ ସିଦ୍ଧୁ ରହିବେ । ଗୁରୁବାର ସିଦ୍ଧୁ ଓ ମୁଖ୍ୟମନ୍ତ୍ରୀ ଚନ୍ନିଙ୍କ ମଧ୍ୟରେ ହୋଇଥିବା ଆଲୋଚନା ପରେ ଏଥିନେଇ ସିଦ୍ଧୁ ନିଜର ସହମତି ପ୍ରକାଶ କରିଛନ୍ତି । ଏହା ସହ ତାଙ୍କର ଦାବି ମୁତାବକ ଡିଜିପି ଓ ଆଡଭୋକେଟ ଜେନେରାଲଙ୍କୁ ପରିବର୍ତ୍ତନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସମ୍ମତ ହୋଇଥିବା ଜଣାପଡ଼ିଛି ।

ଚନ୍ନିଙ୍କ ଜଣେ ବିଶ୍ୱସ୍ତ ସହଯୋଗୀ କହିଛନ୍ତି ସିଦ୍ଧୁଙ୍କ ସର୍ତ୍ତ ମାନିବାକୁ ମୁଖ୍ୟମନ୍ତ୍ରୀ ରାଜି ହୋଇଛନ୍ତି । ଏନେଇ ବୁଝାବଣା ସମ୍ପର୍କରେ ଦିଲ୍ଲୀରେ ସବିଶେଷ ତଥ୍ୟ ଦିଆଯିବ । ସେ ଦଳ ପାଇଁ ସବୁ ତ୍ୟାଗ କରିବାକୁ ପ୍ରସ୍ତୁତ ବୋଲି କରିଛନ୍ତି । ସେପଟେ ବୁଧବାର ମଧ୍ୟ ମୁଖ୍ୟମନ୍ତ୍ରୀ ଚନ୍ନି ସିଦ୍ଧୁଙ୍କୁ ଭେଟି ତାଙ୍କୁ ଇସ୍ତଫା ପ୍ରତ୍ୟାହାର ଲାଗି ମନାଇବାକୁ ଚେଷ୍ଟା କରିଥିଲେ। କିନ୍ତୁ ସିଦ୍ଧୁ ଜିଦରେ ଅଟଳ ଥିଲେ ଏବଂ ଇସ୍ତଫା ପ୍ରତ୍ୟାହାର କରିବାକୁ ରାଜି ହୋଇନଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ