Masthead

ସ୍ୱଚ୍ଛ ଭାରତ ମିଶନ ସହରୀ-ଅମୃତ ୨.୦ର ଶୁଭାରମ୍ଭ କରିବେ ମୋଦି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବଚ୍ଛ ଭାରତ ମିଶନ ଅର୍ବାନ ୨.୦ ଓ ଅଟଳ ମିଶନ ନବୀକରଣ ଓ ସହରାଞ୍ଚଳ ବିକାଶ ୨.୦ ଶୁଭାରମ୍ଭ କରିବେ । ଆଜି ଦିନ ୧୧ଟା ସମୟରେ ଏହାକୁ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ । ଏହି ୨ଟି ମିଶନ ଦେଶରେ ଥିବା ସମସ୍ତ ସହରକୁ ଆବର୍ଜନା ମୁକ୍ତ ଏବଂ ଜଳକୁ ସ୍ବଚ୍ଛ କରିବା ପାଇଁ କାର୍ଯ୍ୟ କରିବ ।

ଏହି ଗୁରୁତ୍ୱପୂର୍ଣ୍ଣ ଅଭିଯାନ ଦେଶରେ ଦ୍ରୁତ ସହରୀକରଣର ଆହ୍ଵାନକୁ ସଫଳତାର ସହ ମୁକାବିଲା କରିବା ଦିଗରେ ଏକ ପଦକ୍ଷେପ । ଏହି ଅଭିଯାନ ଗୁଡିକ ୨୦୩୦ର ସ୍ଥାୟୀ ବିକାଶ ଲକ୍ଷ୍ୟ ହାସଲ କରିବାରେ ମଧ୍ୟ ସହାୟକ ହେବ ଏବଂ ଏକ ଗୁରୁତ୍ୱପୂର୍ଣ୍ଣ ଅବଦାନ ଦେବ। ଏନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?