Masthead

ବାଇକ ଦୁର୍ଘଟଣାରେ ହୋମଗାର୍ଡ ମୃତ

ରେଢାଖୋଲ(ବଡ଼ ଖବର ବ୍ୟୁରୋ) : ଡ୍ୟୁଟି ସାରି ଘରକୁ ଫେରୁଥିଲେ ହୋମଗାର୍ଡ । ସବୁଦିନ ପରି ନିଜ ଡ୍ୟୁଟି ସାରି ବିଳମ୍ବିତ ରାତିରେ ଘରକୁ ଫେରିଥିବା ବେଳେ ଅଘଟଣ ଘଟିଲା । ଏକ ବାଇକ ପିଟି ଦେବାରୁ ଘଟଣାସ୍ଥଳରେ ହିଁ ଆଖି ବୁଝିଦେଲେ ସମ୍ବଲପୁର ଜିଲ୍ଲା ଯୁଯୁମରା ଥାନାର ହୋମଗାର୍ଡ ସୁମିଦ ସେଠ ।

ଖବର ଅନୁଯାୟୀ, ଡ୍ୟୁଟି ସାରି ଗତ ରାତିରେ ହୋମର୍ଗାଡ ନିଜ ବାଇକରେ ଘରକୁ ଫେରୁଥିଲେ । ୫୫ ନମ୍ବର ଜାତୀୟ ରାଜପଥ ଯୁଯୁମୁରା ନିକଟରେ ଦୃତ ଗତିରେ ଆସୁଥିବା ଏକ ବାଇକ ସୁମିଦ ସେଠଙ୍କ ବାଇକକୁ ଧକ୍କା ଦେଇଥିଲ । ଫଳରେ ବାଇକଟି ଝିଟିକି ହୋଇ ପଡିଥିଲା । ସ୍ଥାନୀୟ ଲୋକଙ୍କ ଖବର ପରେ ଯୁଯୁମୁରା ଥାନା କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ସୁମିଦଙ୍କୁ ମେଡିକାଲ ନେଇଯାଇଥିଲେ । ପରେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । ତେବେ ଦୁର୍ଘଟଣା ଘଟାଇ ଫେରାର ହୋଇଯାଇଥିବା ବାଇକ ଚାଳକଙ୍କ ସମ୍ବନ୍ଧରେ କୌଣସି ଖବର ମିଳୁପାରିନି । ଏନେଇ ପୋଲିସ ଅଧିକ ତଦନ୍ତ କରୁଛି ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା