Masthead

ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ: ଜଣେ ଆତଙ୍କବାଦୀ ନିହତ

ଜମ୍ମୁ-କାଶ୍ମୀର (ବଡ଼ ଖବର ବ୍ୟୁରୋ): ଶୁକ୍ରବାର ପ୍ରତ୍ୟୁଷରେ ଜମ୍ମୁ ଓ କଶ୍ମୀର ଶୋପିଆଁର ରଖାମା ଅଞ୍ଚଳରେ ନିରାପତ୍ତା ବଳ ଏବଂ ଆତଙ୍କବାଦୀମାନଙ୍କ ମଧ୍ୟରେ ଗୁଳି ବିନିମୟ ଆରମ୍ଭ ହୋଇଛି। ଯାହାଦ୍ୱାରା ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି । ମୃତ ଆତଙ୍କବାଦୀର ପରିଚୟ ମିଳିନାହିଁ ।

ପୋଲିସ କହିବା ଅନୁସାରେ, ଉପରୋକ୍ତ ଅଞ୍ଚଳରେ କେତେକ ଆତଙ୍କବାଦୀ ଆତ୍ମଗୋପନ କରିଥିବାର ସୁନିର୍ଦ୍ଦିଷ୍ଟ ସୂଚନା ମଳିଥିଲା। ପୁଲିସ ଓ ନିରାପତ୍ତା ବଳଙ୍କ ମିଳିତ ଦଳ ସେଠାରେ ତଲାସ ଅଭିଯାନ ଆରମ୍ଭ କରିବାକ୍ଷଣି ଆତ୍ମଗୋପନ କରିଥିବା ଆତଙ୍କବାଦୀମାନେ ସେମାନଙ୍କ ଉପରକୁ ଗଳି ଚଳାଇଥିଲେ। ଫଳରେ ନିରାପତା ବଳଙ୍କୁ ପାଲଟା ଗୁଳି ଚଳାଇବାକୁ ପଡ଼ିଥିଲା।

 

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ