Masthead

କଂଗ୍ରେସ ଛାଡ଼ିବେନି ପ୍ରଦୀପ

ଭୁବନେଶ୍ୱପର(ବଡ଼ ଖବର ବ୍ୟୁରୋ): ଦଳ ଛାଡ଼ିବେନି ପ୍ରଦୀପ ମାଝୀ । ଏନେଇ ଦୀର୍ଘ ଅଧଘଣ୍ଟାର ବୈଠକ ପରେ ସ୍ପଷ୍ଟ କଲେ ପ୍ରଦୀପ । ବର୍ତ୍ତମାନ କଂଗ୍ରେସରେ ରହିଛି ଏବଂ ଆଗକୁ ମଧ୍ୟ କଂଗ୍ରେସରେ ହିଁ ରହିବେ ବୋଲି ପ୍ରଦୀପ ଗଣମାଧ୍ୟମ ନିକଟରେ ସ୍ପଷ୍ଟ କରିଛନ୍ତି । ତେବେ ପ୍ରଦୀପଙ୍କ ଏପରି ନିଷ୍ପତ୍ତି ପଛରେ କଣ ରଣନୀତି ରହିଛି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର