Masthead

କିଏ ଜିତିବ !

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ହାତୀ କାହା ମୁଣ୍ଡରେ ସୁନା କଳସ ଢାଳିବ । ରବିବାର ସ୍ପଷ୍ଟ ଚିତ୍ର ଜଣାପଡିବ । ତେବେ ପିପିଲି ଗଡ ହାତେଇବାକୁ ତିନି ପ୍ରମୁଖ ଦଳ ଦୃଢକ୍ତି ପ୍ରକାଶ କରିଛନ୍ତି । ପିପିଲି ଗଡ ପୁଣିଥରେ ଦଖଲ କରିବ ବୋଲି ବିଜେଡି କହିଛି । ନବୀନ ବାବୁଙ୍କ ବିକାଶମୂଳକ କାର୍ଯ୍ୟକୁ ଭରଷା କରି ପିପିଲିବସୀ ରୁଦ୍ର ମହାରଥୀଙ୍କୁ ଜିତାଇବେ ବୋଲି ଦଳୀୟ ନେତା କହିଛନ୍ତି ।

ସେପଟେ ବିଜେପି ମଧ୍ୟ ସମାନ ଢଙ୍ଗରେ କହିଛି । ଏଥର ପିପିଲିରେ ପଦ୍ମ ଫୁଟିବ । ଆଶ୍ରିତ ପଟ୍ଟନାୟକ ବିଜୟୀ ହେବେ ବୋଲି ଦଳୀୟ ନେତା କହିଛନ୍ତି । ଅନ୍ୟପଟେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ମଧ୍ୟ ଦଳୀୟ ପ୍ରାର୍ଥୀ ଜିତିବା ନେଇ ଦଂଭକ୍ତି ଦେଖାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼