Masthead

ବିଜେପି ଛାଡ଼ିଲେ ଆଉ ଜଣେ ବିଧାୟକ

କୋଲକାତା(ବଡ଼ ଖବର ବ୍ୟୁରୋ): ବିଜେପିକୁ ପୁଣି ଝଟକା । ପୁଣି ଆଉ ଜଣେ ବିଧାୟକ ବିଜେପି ଛାଡ଼ି ଟିଏମସିରେ ମିଶିଛନ୍ତି । ଏ ଖବର ସାମ୍ନାକୁ ଆସିବା ପରେ ପଶ୍ଚିମବଙ୍ଗ ରାଜନୀତି ସରଗରମ ହୋଇଉଠିଛି । ରାଇଗଞ୍ଜର ବିଜେପି ବିଧାୟକ କ୍ରିଷ୍ଣା କଲ୍ୟାଣୀ ଏପରି ଘୋଷଣା କରିଥିବାର ସୂଚନା ମିଳିଛି ।

ତେବେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବିଜେପି ସାଂସଦ ଦେବଶ୍ରୀ ଚୌଧୁରୀ ତାଙ୍କ ନିର୍ବାଚନ ମଣ୍ଡଳୀରେ ବାରମ୍ବାର ହସ୍ତକ୍ଷେପ କରୁଥିବାରୁ ସାଧାରଣ ଲୋକଙ୍କ ପାଇଁ କାମ କରିବା ବିଧାୟକ କ୍ରିଷ୍ଣାଙ୍କ ପାଇଁ କାଠିକାର ପାଠ ହୋଇଯାଉଛି । ଏହି କାରଣରୁ ବିଜେପି ସହ ରହି କାମ କରିବା ତାଙ୍କ ପକ୍ଷରେ ସମ୍ଭବ ନୁହେଁ ବୋଲି ବିଜେପି ବିଧାୟକ କ୍ରିଷ୍ଣା କଲ୍ୟାଣୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିସ୍ଫୋରଣରୁ ଅଳ୍ପକେ ବର୍ତ୍ତିଲେ ଯବାନ 🔴 ପୀତବାସ ପଣ୍ଡା ହତ୍ୟା ମାମଲା, ରିମାଣ୍ଡରେ ଗଲେ ଅଭିଯୁକ୍ତ 🔴 ସୃଷ୍ଟି ହେଲା ଘୂର୍ଣ୍ଣିବଳୟ 🔴 ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ 🔴 ଆଜିଠୁ ବିହାରରେ ନୀତିଶ ରାଜ୍ 🔴 ଶପଥ ନେବେ ଜୟ 🔴 ବିହାରରେ ଆଜିଠୁ ପୁଣି ନୀତୀଶ ସରକାର 🔴 ପୁଣି ଆସୁଛି ବର୍ଷା 🔴 ୧୦ମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ନୀତୀଶ କୁମାର 🔴 ‘ଅସ୍ତ୍ର ଛାଡି ଆତ୍ମସମର୍ପଣ କର’ 🔴 ବିସ୍ଫୋରଣରୁ ଅଳ୍ପକେ ବର୍ତ୍ତିଲେ ଯବାନ 🔴 ପୀତବାସ ପଣ୍ଡା ହତ୍ୟା ମାମଲା, ରିମାଣ୍ଡରେ ଗଲେ ଅଭିଯୁକ୍ତ 🔴 ସୃଷ୍ଟି ହେଲା ଘୂର୍ଣ୍ଣିବଳୟ 🔴 ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ 🔴 ଆଜିଠୁ ବିହାରରେ ନୀତିଶ ରାଜ୍ 🔴 ଶପଥ ନେବେ ଜୟ 🔴 ବିହାରରେ ଆଜିଠୁ ପୁଣି ନୀତୀଶ ସରକାର 🔴 ପୁଣି ଆସୁଛି ବର୍ଷା 🔴 ୧୦ମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ନୀତୀଶ କୁମାର 🔴 ‘ଅସ୍ତ୍ର ଛାଡି ଆତ୍ମସମର୍ପଣ କର’