ବ୍ରିଟେନକୁ କଡ଼ା ଜବାବ ଦେଲା ଭାରତ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବ୍ରିଟେନ ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି ରାଜ୍ୟ ସରକାର । ବ୍ରିଟେନକୁ ଯେସାକୁ ତେସା ନୀତିରେ ଭାରତ ସରକାର ଜବାବ ଦେଇଛନ୍ତି। ଭାରତରୁ ଯାଉଥିବା ଲୋକଙ୍କ ଉପରେ ବ୍ରିଟେନ ବିଭିନ୍ନ ପ୍ରକାରର କଟକଣା ଲାଗୁ କରିଥିବାରୁ ଏବେ ନୂଆଦିଲ୍ଲୀ ସମାନ ପଦକ୍ଷେପ ନେଇଛି। ତେବେ ଅକ୍ଟୋବର ୪ରୁ ଭାରତ ଆସୁଥିବା ବ୍ରିଟେନ ନାଗରିକଙ୍କ ପାଇଁ ୧୦ ଦିନିଆ କ୍ୱାରେଣ୍ଟିନ ବାଧ୍ୟତାମୂଳକ।

ସେମାନେ ଟିକା ନେଇଥିଲେ ମଧ୍ୟ ନିୟମରେ କୌଣସି ପରିବର୍ତ୍ତନ ହେବନି। ଯାତ୍ରାର ୭୨ ଘଣ୍ଟା ପୂର୍ବରୁ, ଭାରତର ଏୟାରପୋର୍ଟରେ ପହଞ୍ଚିବା ପରେ ଓ ଭାରତରେ ରହିବାର ୮ମ ଦିନରେ ସମସ୍ତେ ଆରଟିପିସିଆର ଟେଷ୍ଟ କରିବାକୁ ବାଧ୍ୟ। ଏହାର ଅର୍ଥ ଜଣେ ବ୍ରିଟେନ ନାଗରିକଙ୍କୁ ୩ ଥର ଆରଟିପିସିଆର ଟେଷ୍ଟ କରିବାକୁ ପଡ଼ିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ