Masthead

ଲେହରେ ଉଡ଼ିଲା ଭାରତର ସବୁଠୁ ବଡ଼ ତ୍ରିରଙ୍ଗା

କାଶ୍ମୀର (ବଡ଼ ଖବର ବ୍ୟୁରୋ): ଲେହରେ ଉଡିଲା ବିଶ୍ୱର ସବୁଠୁ ବଡ ତ୍ରିରଙ୍ଗା । ଯାହା ଖଦିରେ ତିଆରି ହୋଇଛି । ଯାହାର ଲମ୍ବ ୨୨୫ ଫୁଟ ଥିବାବେଳେ ଓସାର ୧୫୦ ଫୁଟ ରହିଛି । ଏହାକୁ ତିଆରି କରିଛନ୍ତି ୫୭ ଇଂଜିନିୟର ରେଜିମେଂଟ । ଯାହାର ଓଜନ ଏକ ହଜାର କେଜି ।

ସ୍ଥଳସେନା ମୁଖ୍ୟ ଓ ଲଦାଖ ଉପରାଜ୍ୟପାଳଙ୍କ ଉପସ୍ଥିତିରେ ପାହାଡ ଶିଖରରେ ଉଡ଼ିଛି । ଯାହା ବିଶ୍ୱର ସବୁଠୁ ବଡ ଖଦି ତ୍ରିରଙ୍ଗା । ଲଦାଖ ଉପରାଜ୍ୟପାଳ ଆର କେ ମାଥୁର କାର୍ଯ୍ୟକ୍ରମ ଉଦଘାଟନ କରିଥିଲେ । ଏହି ଅବସରରେ ଭାରତୀୟ ସ୍ଥଳସେନା ମୁଖ୍ୟ ଏମଏମ ନରଭଣେ ମଧ୍ୟ ଉପସ୍ଥିତି ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି