Masthead

ଶୀଘ୍ର ମିଳିବ ପାସପୋର୍ଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ଏଣିକି ପାସପୋର୍ଟ ଭେରିଫିକେସନ ପାଇଁ ହବନି ବିଳମ୍ବ । ପୂର୍ବରୁ ଏଥିପାଇଁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଥିବା ବେଳେ ଏବେ ମାତ୍ର ୪ ଦିନ ଭିତରେ ହୋଇଯାଉଛି ପାସପୋର୍ଟ ଭେରିଫିକେସନ । ତେବ 5T ଅଧିନରେ ଏପରି ପରିବର୍ତ୍ତନ କରାଯାଇଛି ।

ଏ ନେଇ ସୂଚନା ଦେଇଛନ୍ତି ପୋଲିସ ଡିଜି ଅଭୟ । ଡିଜି କହିଛନ୍ତି , ୨୦୨୧ରେ ନିଷ୍ପତି ନେଲୁ ପାସପୋର୍ଟ ଭେରିଫିକେସନ 5T ଅଧିନକୁ ଆଣି ଆବେଦନକାରୀଙ୍କୁ ତତକ୍ରାଳ ସୁବିଧା ଉପଲବ୍ଧ କରାଇବୁ । ଏହି ବର୍ଷ ଏହି କାମକୁ ଯୁଦ୍ଧକାଳୀ୫ନ ଭିତ୍ତିରେ କରାଯାଇଛି । ଆଗଷ୍ଟ ମାସରେ ପାସପୋର୍ଟ ଭେରିଫିକେସନ ଟାଇମ ୬ ଦିନ ଥିଲା । ସେପ୍ଟେମ୍ବର ପ୍ରଥମ ୧୫ ଦିନରେ ମାତ୍ର ୪ ଦିନରେ କରାଯାଉଥିଲା । କିନ୍ତୁ ଏବେ ପାସପୋର୍ଟ ଭେରିଫିକେସନ ପାଇଁ ଆଉ ବିଳମ୍ବ ହେବ ନାହିଁ ବୋଲି ପୋଲୁସ ଡିଜି ସୂଚନା ଦେଇଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା