Masthead

ପ୍ରତ୍ୟେକ ପାଣି ବୁନ୍ଦା ମୂଲ୍ୟବାନ : ମୋଦି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜଳ ହିଁ ଜୀବନ । ଆଉ ପାଣି ପାଇଁ ମହିଳାଙ୍କୁ ଯିବାକୁ ପଡ଼ିବ ନାହିଁ । ହାତ ପାହାନ୍ତାରେ ମିଳିବ ଏଥର ପାଣି । ମହିଳାଙ୍କୁ ସଶକ୍ତ କରିବା ପାଇଁ ଜଳ ଜୀବନ ମିଶନ ମୋବାଇଲ ଆପର ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହି ଆପ ଜରିଆରେ କେତୋଟି ଘରେ ପାଣି ପହଂଚିଲା, ପାଣିର ଗୁଣାତ୍ମକ ମାନ କେମିତି ସହିତ ପାଣିର ଯୋଗାଣ ବାବଦରେ ସବିଶେଷ ତଥ୍ୟ ମିଳିବ । ଭିଡିଓ କନଫରେନସିଂ ଜରିଆରେ ଦେଶର ବିଭିନ୍ନ ଗ୍ରାମ ପଂଚାୟତର ମୁଖିଆ ଏବଂ ପାଣି ସମିତିଙ୍କ ସହ ଆଲୋଚନା କରିଛନ୍ତି ମୋଦି । ପ୍ରତ୍ୟେକ ପାଣି ବୁନ୍ଦା ବହୁମୂଲ୍ୟ ବୋଲି ମୋଦି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା