Masthead

ଭବାନୀପୁର ବାଜି କାହାର?

କୋଲକାତା(ବଡ଼ ଖବର ବ୍ୟୁରୋ): ବାଜିରେ ଦିଦିଙ୍କ ମୁଖ୍ୟମନ୍ତ୍ରୀ ପଦ । ଭବାନୀପୁର ଉପନିର୍ବାଚନ ଫଳାଫଳ ଉପରେ ସମସ୍ତଙ୍କ ନଜର । କଡ଼ା ସୁରକ୍ଷା ମଧ୍ୟରେ ସକାଳ ୮ରୁ ହେବ କାଉଣ୍ଟିଂ। ସମଶେରଗଞ୍ଜ ଓ ଜଙ୍ଗିପୁର ଆସନର ମଧ୍ୟ ଆସିବ ରେଜଲ୍ଟ । ଏଠି ବିଜେପି ପ୍ରାର୍ଥୀ ପ୍ରିୟଙ୍କା ଟିବରୱାଲଙ୍କ ସହ ମମତାଙ୍କ ଲଢେଇ ।

କିଛି ସମୟ ପରେ ଏଠାରେ ଆରମ୍ଭ ହୋଇଯିବ ଭୋଟ ଗଣତି। ଗତ ୩୦ ତାରିଖରେ ଏଠାରେ ମତଦାନ ହୋଇଥିଲା । ଉଭୟ ବିଜେପି ଏବଂ ଟିଏମସି ଭବାନୀପୁର ବିଜୟ ଦାବି କରୁଛନ୍ତି । ତେବେ ମମତା ବାନାର୍ଜୀ ୫୦ ହଜାର ଭୋଟରେ ଜିତିବେ ବୋଲି ତୃଣମୂଳ କଂଗ୍ରେସ ଦାବି କରିଛି । ଅନ୍ୟପକ୍ଷରେ ବିଜେପି ମଧ୍ୟ ମମତାଙ୍କୁ ହରାଇବା କଥା କହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ