Masthead

ପୁଅ ଝଗଡାରେ ବାପା ମୃତ

ଭଞ୍ଜନଗର(ବଡ଼ ଖବର ବ୍ୟୁରୋ):  ପୁଅ ଝଗଡାର ସମାଧାନ ପାଇଁ ଯାଇ ପ୍ରାଣ ହରାଇଲେ ବାପା । ଏଭଳି ଘଟଣା ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବଡ଼କୋଦଣ୍ଡା ଗାଁରେ । ତେବେ ମୃତ ବ୍ୟକ୍ତି ଜଣକ ହେଲେ ହାଡୁ ନାୟକ । ସୂଚନା ଅନୁଯାୟୀ ହାଡୁ ନାୟକଙ୍କ ପୁଅ ଶିବ ଗତକାଲି ରାତିରେ କିଛି ଲୋକଙ୍କ ସହ କୌଣସି କାରଣକୁ ନେଇ ଝଗଡା କରିଥିଲେ । ଝଗଡାର ସମାଧାନ ପାଇଁ ହାଡୁ ସେଠାରେ ପହଞ୍ଚି ଥିଲେ । ହେଲେ ପୁଅ ଶିବ ଉତକ୍ଷିପ୍ତ ହୋଇ ତାଙ୍କ ବାପାଙ୍କୁ ଧକ୍କା ମାରି ଦେଇଥିଲା । ଯାହାଫଳରେ ହାଡୁ ତଳେ ପଡି ଗୁରୁତର ହୋଇଥିଲେ ।

ପରେ ହାଡୁଙ୍କୁ ଭଞ୍ଜନଗର ଡାକ୍ତରଖାନା ଆଣଯାଇଥିଲା । ତେବେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲା । ଏ ନେଇ ପୋଲିସ ଶିବକୁ ଅଧିକ  ପଚରାଉଚରା ପାଇଁ ଅଟକ ରଖିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା