Masthead

ପିପିଲି ଫାଇଟ, ଚତୁର୍ଥ ରାଉଣ୍ଡ ସୁଦ୍ଧା ଆଗରେ ବିଜେଡି

ପିପିଲି (ବଡ଼ ଖବର ବ୍ୟୁରୋ): ପିପିଲି ଉପନିର୍ବାଚନ ରେଜଲ୍ଟ ପାଇଁ ଚାଲିଛି ଭୋଟ ଗଣତି । ଚତୁର୍ଥ ରାଉଣ୍ଡ ସୁଦ୍ଧା ବିଜେଡି ଅଗୁଆ ରହିଛି । ବିଜେଡି ଚତୁର୍ଥ ରାଉଣ୍ଡରେ ୫୧୪୦ଭୋଟରେ ଆଗୁଆ ଥିବାବେଳେ ବିଜେପି ୧୧୮୨୮ ଭୋଟରେ ରହିଛି । କଂଗ୍ରେସ ୧୧୮୦ ରହିଛି । ତୃତୀୟ ରାଉଣ୍ଡ ସୁଦ୍ଧା ୫୦୪୪ ଭୋଟରେ ଆଗୁଆ ରହଥିଲେ ରୁଦ୍ର । ତୃତୀୟ ରାଉଣ୍ଡ ସୁଦ୍ଧା ବିଜେଡି ମୋଟ ୧୩୬୧୧ଭୋଟ ରହିଥିବାବେଳେ ବିଜେପିର ୮୫୬୭ ଖଣ୍ଡ ଭୋଟ ରହିଥିଲା । କଂଗ୍ରେସର ୧୧୮୦ ଖଣ୍ଡ ଭୋଟ ରହିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୨୪ ଯାଏ କାଳବୈଶାଖୀ, ଝଡ ବର୍ଷା ଆଲର୍ଟ 🔴 ଆଜି ମଧ୍ୟ ଗୃହରେ ହେବ ଅଚଳାବସ୍ଥା 🔴 ଆଜିଠୁ ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ 🔴 କାଳବୈଶାଖୀ ବର୍ଷା ନେଇ ୟେଲୋ ଆଲର୍ଟ 🔴 ଆଜି ବି ଗୃହରେ ଲାଗି ରହିବ ଅସ୍ଥିରତା 🔴 ‘ଏବେ ପାକିସ୍ତାନ ଉପରେ ପ୍ରତିଶୋଧ ନେବୁ’ 🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ 🔴 ୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା 🔴 SCB ଅଗ୍ନିକାଣ୍ଡ, ୧୫ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ୨୪ ଯାଏ କାଳବୈଶାଖୀ, ଝଡ ବର୍ଷା ଆଲର୍ଟ 🔴 ଆଜି ମଧ୍ୟ ଗୃହରେ ହେବ ଅଚଳାବସ୍ଥା 🔴 ଆଜିଠୁ ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ 🔴 କାଳବୈଶାଖୀ ବର୍ଷା ନେଇ ୟେଲୋ ଆଲର୍ଟ 🔴 ଆଜି ବି ଗୃହରେ ଲାଗି ରହିବ ଅସ୍ଥିରତା 🔴 ‘ଏବେ ପାକିସ୍ତାନ ଉପରେ ପ୍ରତିଶୋଧ ନେବୁ’ 🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ 🔴 ୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା 🔴 SCB ଅଗ୍ନିକାଣ୍ଡ, ୧୫ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ