Masthead

ରେଜଲ୍ଟ ପରେ, ବିଜୟ ଉତ୍ସବ ପାଳନ କରିବାକୁ ମନା

କୋଲକାତା(ବଡ଼ ଖବର ବ୍ୟୁରୋ): ସାରା ଦେଶର ନଜର ବତ୍ତମାନ ପଶ୍ଚିମବଙ୍ଗ ରାଜନୀତି ଉପରେ ରହିଛି । ହେଲେ ମମତା ଏଥର ଭବାନୀପୁରେ ବାଜି ମାରିଛନ୍ତି । ଏହା ସହ ନିଜର ମୁଖ୍ୟମନ୍ତ୍ରୀ ପଦକୁ ମଧ୍ୟ ବଞ୍ଚାଇବାରେ ମମତା ସକ୍ଷମ ହୋଇଛନ୍ତି । ରେଜଲ୍ଟ ବାହାରିବା ପରେ ତୃଣମୂଳ କଂଗ୍ରେସ ଉତ୍ସବ ମୁଖର ହୋଇ ଉଠିଥିଲା । କିନ୍ତୁ ପଶ୍ଚିମବଙ୍ଗ ବିଧାନସଭା ଉପନିର୍ବାଚନ ଫଳାଫଳ ପ୍ରକାଶ ପୂର୍ବରୁ ନିର୍ବାଚନ କମିଶନ ଏକ ବିଜ୍ଞପ୍ତି ଜାରି କରିଥିଲେ ।

ତେବେ ରେଜଲ୍ଟ ପରେ କୌଣସି ଉତ୍ସବ ପାଳନ ନ କରିବାକୁ ନିର୍ବାଚନ କମିଶନ ଏଥିରେ ଉଲ୍ଲେଖ କରିଥିଲେ । କେବଳ ଏତିକି ନୁହେଁ ବରଂ ଏନେଇ ମମତା ବାନାର୍ଜୀଙ୍କୁ ନିର୍ବାଚନ କମିଶନର ଏକ ଚିଠି ମଧ୍ୟ ଦେଇଥିବାର ସୂଚନା ମିଳିଛି । ସେପଟେ ନିର୍ବାଚନୀ ପରବର୍ତ୍ତୀ ହିଂସାକୁ ଦୃଷ୍ଟିରେ ରଖି ନିର୍ବାଚନ କମିଶନର ଏପରି କରିଥିବାର ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ