Masthead

ଗିରଫ ହେଲେ କିଙ୍ଗଖାନଙ୍କ ପୁଅ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ଅଡ଼ୁଆରେ ବଲିଉଡ ଜଗତର ଚର୍ଚ୍ଚିତ ଚେହେରା ଶାହାରୁଖ ଖାନ । ଏଥର ନିଜର ବୟାନକୁ ନେଇ ନୁହେଁ ବରଂ ତାଙ୍କ ପୁଅ ଆର୍ୟନକୁ ନେଇ ଚର୍ଚ୍ଚାରେ ଅଛନ୍ତି ବଲିଉଡ଼ ବାଦଶାହ । ତେବେ ତାଙ୍କ ପୁଅ ଡ୍ରଗ୍ସ ମାମଲାରେ ଗିରଫ ହୋଇଥିବାର କଥା ସାମ୍ନାକୁ ଆସିଛି ।

ତାଙ୍କ ସହ ଆଉ ୮ ଜଣ ଗିରଫ ହୋଇଥିବାର ସୂଚନା ମିଳିଛି । କ୍ରୁଜରେ ରେଭ ପାର୍ଟି କରୁଥିବାର ସୂଚନା ପାଇ ମଝି ଦରିଆରେ ଛଦ୍ମ ବେଶରେ ରେଡ କରିଥିଲା ଏନସିବି । ପରେ ସମସ୍ତଙ୍କୁ ଅନେକ ସମୟ ଧରି ପଚରାଉଚରା କରଯାଇଥିଲା । ଏବଂ ବର୍ତ୍ତମାନ ଏନସିବି ସମସ୍ତଙ୍କ ଗିରଫ କରିଥିବାର ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି