Masthead

କରୋନାରେ ଆକ୍ରାନ୍ତ ହେଲେ ପ୍ରତାପ ଷଡଙ୍ଗୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ କରୋନାରେ ସଂକ୍ରମିତ ହୋଇଛନ୍ତି । ଏନେଇ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି । ତେବେ କରୋନା ଲକ୍ଷଣ ଦେଖାଦେବାରୁ ନିଜର ପରୀକ୍ଷା କରାଇଥିଲି । ରିପୋର୍ଟ ପଜିଟିଭ ଆସିଛି । ଡାକ୍ତରଙ୍କ ପରାମର୍ଶ କ୍ରମେ ଏବେ ଚିକିତ୍ସା ପାଇଁ ଭୁବନେଶ୍ୱର ଏମ୍ସକୁ ଯାଉଛି ।

ଯେଉଁମାନେ ଗତ କିଛିଦିନ ମଧ୍ୟରେ ମୋ ସଂସ୍ପର୍ଶରେ ଆସିଛନ୍ତି, ସେମାନେ ନିଜକୁ ଆଇସୋଲେଟ କରି ରଖନ୍ତୁ ଏବଂ ଦରକାର ହେଲେ କରୋନ ପରୀକ୍ଷା କରାଇନିଅନ୍ତୁ ବୋଲି ପୂର୍ବତନ କେନ୍ଦ୍ରୀମନ୍ତ୍ରୀ ତଥା ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା