Masthead

ବଳିଦାନକୁ ବ୍ୟର୍ଥ ହେବାକୁ ଦେବୁ ନାହିଁ: ରାହୁଲ ଗାନ୍ଧି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଅଡ଼ୁଆରେ କେନ୍ଦ୍ର ଗୃହ ରାଜ୍ୟ ମନ୍ତ୍ରୀ ଅଜୟ ମିଶ୍ର । ଏଥର କୌଣସି ରାଜନୈତିକ ମୁଦ୍ଦାକୁ ନେଇ ନୁହେଁ ବରଂ ତାଙ୍କ ପୁଅ ଆଶିଷ ମିଶ୍ରକୁ ନେଇ ଚର୍ଚ୍ଚାରେ ଅଛନ୍ତି । ବିଜେପି ନେତା ଅଜୟ ମିଶ୍ରଙ୍କ ପୁଅ ଆଶିଷ ମିଶ୍ରଙ୍କ ଗାଡି କୃଷକଙ୍କ ଉପରେ ଚଢିଯିବା ମାମଲା ବଡ ରୂପ ନେବାରେ ଲାଗିଛି। ଏହାର ସ୍ଵର ଦିଲ୍ଲୀ ପର୍ୟ୍ୟନ୍ତ ଶୁଣିବାକୁ ମିଳିଲାଣି। ଏହି ଘଟଣାରେ ତିନି ଜଣ କୃଷକଙ୍କ ମୃତ୍ୟୁ ଘଟିଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଘଟଣାକୁ ନରସଂହାର ଦର୍ଶାଇଛନ୍ତି।

ଏଥିସହ କିଷାନ ସତ୍ୟାଗ୍ରହ ଜିନ୍ଦାବାଦର ନାରା ମଧ୍ୟ ଦେଇଛନ୍ତି। ତେବେ ଯିଏ ଏହି ଅମାନବୀୟ ନରସଂହାର ଦେଖି ମଧ୍ୟ ଚୁପ୍ ରହିଛି, ସେ ପୂର୍ବରୁ ମରି ସାରିଛି। ମାତ୍ର ଏହି ବଳିଦାନକୁ ବ୍ୟର୍ଥ ହେବାକୁ ଦିଆଯିବ ନାହିଁ- କିଷାନ ସତ୍ୟାଗ୍ରହ ଜିନ୍ଦାବାଦ ବୋଲି ରାହୁଲ ଗାନ୍ଧି ଟ୍ୱିଟ କରି କହିଛନ୍ତି ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ