Masthead

ଲକ୍ଷ୍ନୀପୁର ଖୀରିରେ ଚାଷୀଙ୍କ ମୃତ୍ୟୁ ସଂଖ୍ୟା ୬କୁ ପହଞ୍ଚିଲା

ବଡ଼ ଖବର ବ୍ୟୁରୋ: ଲକ୍ଷ୍ନୀପୁର ଖୀରିରେ ଚାଷୀଙ୍କ ମୃତ୍ୟୁ ସଂଖ୍ୟା ୬କୁ ପହଞ୍ଚିଛି । ଏହା ସହ ଆହୁରି କେତେକ ଆହତଙ୍କ ଅବସ୍ଥର ଗୁରୁତର ଥିବାରୁ ମୃତ୍ୟୁ ସଂଖ୍ୟା ବଢିବ ବୋଲି ଆଶଙ୍କା କରାଯାଉଛି । ସେପଟେ ଚାଷୀଙ୍କ ସମେତ ଏପର୍ଯ୍ୟନ୍ତ ମୋଟ ୮ ଜଣଙ୍କ ମୃତ୍ୟୁ ହୋଇଥିବାର କଥା ସାମ୍ନାକୁ ଆସିଛି ।

ତେବେ ଲକ୍ଷ୍ମୀପୁର ଖୀରିରେ ରବିବାର ଅଘଟଣ ଘଟିଛି। ଚାଷୀମାନେ ଉପମୁଖ୍ୟମନ୍ତ୍ରୀଙ୍କୁ ବିରୋଧ କରିବାକୁ ଯାଉଥିବା ବେଳେ କେନ୍ଦ୍ର ଗୃହରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ର ଟନୀଙ୍କ ପୁଅ ଆଶିଷ ମିଶ୍ର ସେମାନଙ୍କ ଉପରେ ଦ୍ରୁତବେଗରେ ଗାଡି ଚଢାଇ ଦେଇଛନ୍ତି। ଫଳରେ ଘଟଣା ସ୍ଥଳରେ ୨ ଜଣ ଚାଷୀଙ୍କ ମୃତ୍ୟୁ ହୋଇଥିବା ବେଳେ ହସ୍ପିଟାଲରେ ଆଉ ୪ଜଣଙ୍କ ମୃତ୍ୟୁ ହୋଇଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡିଲା ମୁଣ୍ଡ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡିଲା ମୁଣ୍ଡ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ