Masthead

ମୁଖ୍ୟମନ୍ତ୍ରୀଙ୍କ ଗଜପତି ଗସ୍ତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ଦିନିକିଆ ଗସ୍ତରେ ଗଜପତି ଯିବେ ମୁଖ୍ୟମନ୍ତ୍ରୀ । ୧୧ଟାରେ ପାରଳାଖେମୁଣ୍ଡି ଷ୍ଟାଡିୟମରେ ପହଁଞ୍ଚିବେ । ବିଏସକେଓ୍ୱାଇ ସ୍ମାର୍ଟ କାର୍ଡ ହିତାଧିକାରୀଙ୍କୁ ବଣ୍ଟନ କରବେ । ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ଉଦଘାଟନ ସହ ଶୁଭ ଦେବାର କାର୍ଯ୍ୟକ୍ରମ ରହିଛି । ଜିଲ୍ଲାରେ ମୋଟ ୯୬ ହଜାର ହିତାଧିକାରୀଙ୍କୁ ଚୟନ କରି ତାଲିକା ଏଥିରେ ପ୍ରାୟ ୪ଲକ୍ଷରୁ ଧିକ ଲୋକ ଉପକୃତ ହେବେ ।

ସେହିଭଳି ୭୯୬ କୋଟି ଟଙ୍କାର ମୋଟ ୩୬ଟି ପ୍ରକଳ୍ପର ଉଦଘାଟନ କରାଯିବ। ସେଥିରେ ଅନେକ ମେଗା ପ୍ରକଳ୍ପ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନଜରରେ ରଖି ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ୮ ପ୍ଳାଟୁନ ପୋଲିସ ଫୋର୍ସ ସହ ବହୁ ଅଧିକାରୀଙ୍କୁ ନିୟୋଜିତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା