Masthead

ହ୍ରାସ ପାଉଛି କରୋନା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ଦେଶରେ କରୋନା କାୟା ବିସ୍ତାର କରିବାରେ ଲାଗିଛି । ପ୍ରତିଦିନ ଗଡୁଛି ଶତାଧିକ ମୁଣ୍ଡ । ୨୪ ଘଣ୍ଟା ଭିତରେ ୬୧,୨୬୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮୮୪ଜଣଙ୍କ ମୃତ୍ୟୁ ହୋଇଛି । ଆକ୍ଟିଭ କେସ୍ ୯,୧୯,୦୨୩ ରହିଥିବା ବେଳେ ୫୬,୬୨,୪୯୦ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬୬ଲକ୍ଷ ୮୫ ହଜାର ୮୩କୁ ବୃଦ୍ଧି ପାଇଛି । ସେହିପରି ମୃତ୍ୟୁସଂଖ୍ୟା ୧ଲକ୍ଷ ୩ହଜାର ୫୬୯ରେ ପହଞ୍ôଚଛି । ତେବେ ପୂର୍ବ ଅପେକ୍ଷା କରୋନା ମୃତ୍ୟୁୁ ସଂଖ୍ୟା ହ୍ରାସ ପାଇଥିବା ଆଜି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି