Masthead

ଟାଟା ପାୱାରକୁ ଓଏଚଆରସିଙ୍କ ଛାଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଟାଟା ପାୱାରକୁ ଓଏଚଆରସିଙ୍କ ଛାଟ । ବକେୟା ବିଦ୍ୟୁତ ପାଇଁ ଭୁବନେଶ୍ୱର ଡମଣାରେ ଥିବା ଏକ ହଷ୍ଟେଲରୁ ସଂଯୋଗ ବିଛିନ୍ନ କରିଥିଲା ଟାଟା । ଏହାଦ୍ୱାରା ହଷ୍ଟେଲ ଅନ୍ତେବାସୀଙ୍କ ମାନବାଧିକାର କ୍ଷୁର୍ଣ୍ଣ ହୋଇଥିିବା ନେଇ ରାଜ୍ୟ ମାନାବାଧିକାର କମିଶନଙ୍କ ନିକଟରେ ମାମଲା ଦାୟର ହୋଇଥିଲା ।

ଯାହାର ବିଚାର କରି ଆଜି କମିଶନଙ୍କ ପକ୍ଷରୁ ଅନ୍ୟାଦେଶ ନଆସିବା ପର୍ଯ୍ୟନ୍ତ ହଷ୍ଟେଲକୁ ୨୪ ଘଣ୍ଟିଆ ବିଦ୍ୟୁତ ସଂଯୋଗ କରିବା ପାଇ ନିର୍ଦ୍ଦେଶ ଦିଆଯାଇଛି । ଏହି ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା କାଲି ହେବ । ଦିନକୁ ଦିନ ଟାଟା ପାୱାରର ମନମାନୀ ଦ୍ୱାରା ଉପଭୋକ୍ତା ମାନେ ଅଯଥା ହଇରାଣ ହେଉଛନ୍ତି । ବାରମ୍ବାର ଖାଉଟି ମାନେ ଦାବି କରିବା ପରେ ମଧ୍ୟ ଟାଟା କତ୍ତୃପକ୍ଷ ଶୁଣୁନଥିବା ଅଭିଯୋଗ ହୋଇ ଆସୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା