Masthead

୬ ଘଣ୍ଟା ପରେ ସ୍ୱାଭାବିକ ହେଲା ଫେସବୁକ୍, ହ୍ୱାଟ୍ସଆପ୍

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଅଚଳ ପରେ ଧୀରେଧୀରେ ସ୍ୱାଭାବିକ ହେଉଛି ସୋସିଆଲ ମିଡିଆ ଫେସବୁକ, ହ୍ୱାଟସଆପ୍ ଓ ଇନଷ୍ଟାଗ୍ରାମ୍। ୬ ଘଣ୍ଟାରୁ ଅଧିକ ସମୟ ଧରି ଅଚଳ ଥିଲା । ଏଥିଯୋଗୁଁ ସାରା ବିଶ୍ୱର ୧୦୦କୋଟିରୁ ଅଧିକ ୟୁଜର ପ୍ରଭାବିତ ହୋଇଥିଲେ। ଗତକାଲି ଦୀର୍ଘ ସମୟ ଧରି ସୋସିଆଲ୍ ମିଡିଆର ସର୍ଭର ଡାଉନ୍। ହ୍ୱାଟ୍ସଆପଠୁ ଆରମ୍ଭ କରି ଇନଷ୍ଟାଗ୍ରାମ, ଫେସବୁକ ଆଦି ସୋସିଆଲ୍ ମିଡିଆକ ସର୍ଭର ଦୀର୍ଘ ସମୟ ଡାଉନ ରହିଥିଲା।

ଏଥିଯୋଗୁଁ ୟୁଜର୍ସଙ୍କ ମଧ୍ୟରୁ ନା କେହି ମେସେଜ୍ ପଠାଇ ପାରୁଥିଲେ ନା କୌଣସି ୟୁଜର୍ସଙ୍କ ପାଖକୁ ମେସେଜ ଆସିପାରୁଥିଲା। ଭାରତ, ଆମେରିକା ସମେତ ବିଶ୍ୱର ବହୁ ଦେଶରେ ଏଭଳି ସର୍ଭର ଡାଉନ୍ ହୋଇ ପଡିଥିଲା। ସର୍ଭର ସମସ୍ୟାକୁ ନେଇ ଟ୍ୱିଟରରେ ପ୍ରତିକ୍ରିୟା ରଖିଛନ୍ତି ହ୍ବାଟ୍ସଆପ୍ ଏବଂ ଫେସବୁକ୍ କର୍ତ୍ତୃପକ୍ଷ। ଯେଉଁ ୟୁଜରମାନେ ହ୍ୱାଟସ୍ ଆପ୍ ବ୍ୟବହାର କରିପାରି ନାହାନ୍ତି। ସେମାନଙ୍କୁ କ୍ଷମା ମାଗିଛି ହ୍ୱାଟସଆପ୍। ଧୀରେ ଧୀରେ ସ୍ଥିତି ସ୍ୱାଭାବିକ ହେଉଛି ବୋଲି ହ୍ୱାଟସ ଆପ୍ ପକ୍ଷରୁ ଟ୍ୱିଟ୍ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା