ଏଣିକି ଫାଣ୍ଡି ଦାୟିତ୍ୱରେ ଏସଆଇ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରେ) ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା । ୨୧୬ ପୋଲିସ ଫାଣ୍ଡି ଦାୟିତ୍ୱରେ ରହିବେ ସଵ-ଇନ୍ସପେକ୍ଟର । ଓଡ଼ିଶା ପୋଲିସର ୨୧୬ଟି ଫାଣ୍ଡି ଦାୟିତ୍ୱରେ ଏଣିକି ସଵ-ଇନ୍ସପେକ୍ଟରମାନେ ରହିବେ । ଏ ସମ୍ପର୍କୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ପୂର୍ବରୁ ସହକାରୀ ସଵ-ଇନ୍ସପେକ୍ଟରମାନେ ଫାଣ୍ଡି ଦାୟିତ୍ୱରେ ରହୁଥିଲେ ।

କମିଶନରେଟ୍‌ ପୋଲିସ ଠାରୁ ଆରମ୍ଭ କରି ବିଭିନ୍ନ ଜିଲ୍ଲା ପୋଲିସ ଓ ରେଲୱେ ପୋଲିସ ଦ୍ବାରା ପରିଚାଳିତ ପୋଲିସ ଫାଣ୍ଡି ମାନଙ୍କରେ ସଵ-ଇନ୍ସପେକ୍ଟରମାନଙ୍କୁ ନିଯୁକ୍ତି ଦିଆଯିବ। । ସଵ-ଇନ୍ସପେକ୍ଟରମାନଙ୍କ ତାଲିମ ଓ ଅପରାଧ ଅନୁସନ୍ଧାନରେ ସେମାନଙ୍କ ଦକ୍ଷତା ଫାଣ୍ଡି ସ୍ତରରେ ଅପରାଧ ନିୟନ୍ତ୍ରଣରେ ବିଶେଷ ସହାୟକ ହେବ ବୋଲି ଆଶା କରାଯାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!