Masthead

ମହାନଦୀରେ ଭାସିଯିବା ଘଟଣା, ମିଳିଲା ନିଖୋଜ ନାବାଳିକାର ପତ୍ତା

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ସମ୍ବଲପୁର ମହାନଦୀରେ ଅଭାବନୀୟ ଘଟଣା । ମିଳିଲା ଝିଅର ମୃତଦେହ । ଦଳେଇପଡ଼ା ଘାଟରେ ଗାଧୋଉଥିବା ବେଳେ ଭାସିଯାଇଥିଲେ ବାପା, ପୁଅ ଓ ଝିଅ । ଶେଷରେ ୧୫ ଘଣ୍ଟାର ଅପରେସନ ପରେ ଝିଅର ମୃତଦେହ ଉଦ୍ଧାର କରାଯାଇଛି । ସୂଚନା ଅନୁସାରେ ସୋମବାର ଜଣଙ୍କୁ ଚେତାଶୂନ୍ୟ ଅବସ୍ଥାରେ ଜଣେ ଉଦ୍ଧାର କରାଯାଇଥିଲା ।

ଅନ୍ୟ ଦୁଇଜଣ ନିଖୋଜଥିଲେ । ଖବର ପାଇ ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରଖିଥିଲା । କିନ୍ତୁ ସକାଳେ ଚେତାଶୂନ୍ୟ ଅବସ୍ଥାରେ ଉଦ୍ଧାର ବାପା-ପୁଅଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର । ସେପଟେ ମିଳିପାରି ନଥିଲା ଝିଅର ପତ୍ତା । ରାତି ହେବା ସହିତ ମହାନଦୀର ପ୍ରଖର ସ୍ରୋତ ଯୋଗୁଁ ଉଦ୍ଧାର କାର୍ଯ୍ୟରେ ବାଧା ସୃଷ୍ଟି ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ରଜ ସଂକ୍ରାନ୍ତି, ଗାଁଠୁ ସହର ସବୁଠି ଉତ୍ସାହ 🔴 ‘୧୧ଏ’ ସିଟ, ବଂଚିଯାଉଛି ଜୀବନ 🔴 ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର 🔴 ଆଜି ପହିଲି ରଜ 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଲକି ନମ୍ବର ହୋଇଗଲା ଅନଲକି 🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ 🔴 ଆଜି ରଜ ସଂକ୍ରାନ୍ତି, ଗାଁଠୁ ସହର ସବୁଠି ଉତ୍ସାହ 🔴 ‘୧୧ଏ’ ସିଟ, ବଂଚିଯାଉଛି ଜୀବନ 🔴 ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର 🔴 ଆଜି ପହିଲି ରଜ 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଲକି ନମ୍ବର ହୋଇଗଲା ଅନଲକି 🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ