ମହାକାଶରେ ହେବ ଫିଲ୍ମ ସୁଟିଂ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):   ସୁଟିଂ ହେବାକୁ ଯାଉଛି ମହାକାଶରେ ପ୍ରଥମ ଫିଚର ଫିଲ୍ମ  । ପ୍ରଥମ ଥର ପାଇଁ ମହାକାଶରେ ସୁଟିଂ ହେବ ଫିଲ୍ମ । କଥାଟି ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ ।  ଯାହାରା ସୁଟିଂ କରିବାକୁ  ପ୍ରୟାସ କରିଛି ଋଶ । ରୁଷ୍‌ର ଚଳଚ୍ଚିତ୍ର ନିର୍ମାତା ମହାକାଶରେ ପ୍ରଥମ ଚଳଚ୍ଚିତ୍ର ସୁଟିଂ ପାଇଁ ପ୍ରୟାସ କରିବାକୁ ଯାଉଛନ୍ତି । ଏଥିପାଇଁ ଆନ୍ତର୍ଜାତୀୟ ସ୍ପେସ୍ ଷ୍ଟେସନ୍ (ଆଇଏସ୍ଏସ୍) ରେ ଏକ ସୋୟୁଜ୍ ମହାକାଶଯାନରେ ଲଞ୍ଚ କରିବାକୁ ଯାଉଛନ୍ତି ।

ଆଜିଠୁ ଏହି ପ୍ରକ୍ରିୟା ଆରମ୍ଭ ହେବ ବୋଲି ଜଣାପଡ଼ିଛି। ମଙ୍ଗଳବାର ଆନ୍ତର୍ଜାତୀୟ ସ୍ପେସ୍ ଷ୍ଟେସନ୍ (ଆଇଏସ୍ଏସ୍) ପାଇଁ ଧାର୍ଯ୍ୟ ହୋଇଥିବା ତିନି ଜଣିଆ କ୍ରୁ ସଦସ୍ୟରେ ଜଣେ ଅଭିନେତା ଏବଂ ନିର୍ଦ୍ଦେଶକ ଅଛନ୍ତି  । ଯିଏ ମହାକାଶରେ ପ୍ରଥମ ଫିଚର ଫିଲ୍ମର ସୁଟିଂ କରିବେ । ଏଥିରେ ରୁଷୀୟ ଅଭିନେତା ୟୁଲିଆ ପେରେସିଲ୍ଡ ଏହି ପ୍ରଥମ ଫିଚର ଫିଲ୍ମରେ ଅଭିନୟ କରିବାକୁ ମନୋନୀତ ହୋଇଥିବା ବେଳେ ଏହାର ନିର୍ଦ୍ଦେଶନା ଦେବେ କ୍ଲିମ୍ ଶିପେଙ୍କୋ । ଭେଟେରାନ୍ ମହାକାଶଚାରୀ ଆଣ୍ଟୋନ୍ ସୋୟୁଜ୍ ରକେଟ୍ ଉତକ୍ଷେପଣର ନିର୍ଦ୍ଦେଶନା ଦେବେ ବୋଲି ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ