Masthead

ଘରଘର ବୁଲି ବିଦ୍ୟୁତ ବିଲ ଆଦାୟ କରିବ ଏସଏଚଜି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭାରେ ଶକ୍ତି ବିଭାଗର ଷ୍ଟାଣ୍ଡିଂ ହାଉସ କମିଟି ବୈଠକ । ବୈଠକରେ ଟାଟା ପାୱାର ସାଉଥକୋର ସିଇଓ ଓ ଶକ୍ତି ବିଭାଗ ଅଧିକାରୀଙ୍କୁ ଡକା ଯାଇଥିଲା । ୩-୪ଟି ଦିଗ ଉପରେ ଆଲୋଚନା ହୋିଥିଲା । ଯେଉଁ ଅଞ୍ଚଳରେ ଠିକ ଭାବେ ପାୱାର ସପ୍ଲାଏ ହୋଇପାରିନି, ସେଠି କେମିତି ପାୱାର ସପ୍ଲାଏ ହେବ । କିଛି ମିଡ଼ିଲମ୍ୟାନଙ୍କ ଯୋଗୁ ଯେଉଁ ବିଜୁଳି ବିଲ ଆଦାୟ ହେଉଥିଲା, ସେଥିରେ ଟଙ୍କା ହେରଫେର ହେଉଛି ।

ଏଣିକି ଏସଏଚଜି ଦ୍ୱାରା ବିଲ ଆଦାୟ କରିବ କମ୍ପାନି । ଘରକୁ ଯାଇ ବିଲ ଆଦାୟ କରିବ ଏସଏଚଜି । ଯେଉଁ ଘରକୁ ଲାଇନ ଦିଆଯାଇନି ତୁରନ୍ତ ଦିଆଯିବ । ପ୍ରିପେଡ ସ୍ମାର୍ଟ ମିଟର ଲାଗିବ । ସିମ କାର୍ଡ ଜରିଆରେ ଜଣେ ଯେତିକି ପେମେଣ୍ଟ କରିବ, ସେତିକି ବିଜୁଳି ବ୍ୟବହାର କରିବ । ପାୱାର କଟ ପୂର୍ବରୁ ଗାଁ ଗଣ୍ଡାରେ ପ୍ରଚାର ହେବା ଦରକାର । ଯେଉଁମାନେ ଆଉଟସୋର୍ସରେ କାମ କରୁଛନ୍ତି, ଟେକ୍ନିକାଲ ହେଉ ବା ନନଟେକ୍ନିକାଲ ରାଜ୍ୟ ସରକାରଙ୍କ ଦ୍ୱାରା ଧାର୍ଯ୍ୟ ମଜୁରୀ ଦରରେ ଅର୍ଥ ପାଇବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ