Masthead

ଲକ୍ଷ୍ମୀପୁର ହିଂସା ମାମଲା, କେନ୍ଦ୍ର ଉପରେ ବର୍ଷିଲେ ରାହୁଲ

ଲକ୍ଷ୍ନୌ(ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ବଢ଼ୁଛି ୟୁପି ହିଂସା ମାମଲା । ଆଜି ଏହାକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧି । ଏକ ସାମ୍ବାଦିକ ସମ୍ମିଳନୀ କରି ରାହୁଲ କହିଛନ୍ତି, ଗତ କିଛି ଦିନ ହେବ କୃଷକଙ୍କ ଉପରେ ସରକାର ଆକ୍ରମଣ କରୁଛନ୍ତି ।

କୃଷକ ମାନଙ୍କ ଉପରେ ଗାଡ଼ି ଚଢ଼ାଇ ସେମାନଙ୍କ ହତ୍ୟା କରାଯାଉଛି । ସେପଟେ ମନ୍ତ୍ରୀଙ୍କ ପୁଅ ଉପରେ ବି କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଉନି । ଏହାଛଡ଼ା ରାହୁଲ ଏହା ମଧ୍ୟ କହିଚନ୍ତି ଯେ, ଗତ କାଲି ମୋଦି ଲକ୍ଷ୍ନୌରେ ଥିଲେ ମଧ୍ୟ ସେଠାକୁ ଯିବାକୁ ଉଚିତ ଭନେ କଲେନି । ରାହୁଲ ଗାନ୍ଧିଙ୍କୁ ଲକ୍ଷ୍ମୀପୁର ଯିବାକୁ ଅନୁମତି ମିଳିନି । କିନ୍ତୁ ଆଜି ସେ ସେଠାକୁ ଯିବାକୁ ଚେଷ୍ଟା କରିବେ ବୋଲି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ