Masthead

ଏସଡିପିଓଙ୍କ ଜୁଲମ ବିରୋଧରେ ଅଫିସ ଆଗରେ ଧାରଣା

ଯୋଡ଼ା (ବଡ଼ ଖବର ବ୍ୟୁରୋ): ବଡବିଲ ଏସଡିପିଓଙ୍କ ଜୁଲମକୁ ବିରୋଧ କରି ଗରିଫ ହୋଇଥିବା ଟ୍ରକ ମାଲିକଙ୍କ ପରିବାର ଲୋକେ ଏସଡିପିଓ ଅଫିସ ସାମ୍ନାରେ ଧାରଣା। ବିଗତ ଦୁଇ ସପ୍ତାହରୁ ଅଧିକ ଦିନ ଧରି ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ଜାରି ରଖିଥିବା ଯୋଡା ମାଇନିଂ ଏରିଆ ଟ୍ରକ ମାଲିକମାନଙ୍କୁ ପ୍ରଥମେ ଆକ୍ରମଣ  କରିଥିଲେ ।

ଏବେ ପୋଲିସ ଲଗାଇ ମିଛ କେସରେ ଚାରିଜଣଙ୍କୁ ରାତି ଅଧିଆ ଗିରଫ କରାଇବାରେ ବିଧାୟିକାଙ୍କ ହାତଥିବା ଟ୍ରକ ମାଲିକଙ୍କ ପରିବାର ଅଭିଯୋଗ କରିଛନ୍ତି। ଏଥିସହିତ ତୁରନ୍ତ ଗିରଫ ଟ୍ରକ ମାଲିକଙ୍କୁ ଛାଡିବା ପାଇଁ ଦାବି କରିବା ସହ ବଡବିଲ ଏସଡିପିଓଙ୍କ ଅଫିସ ସାମ୍ନାରେ ଧାରଣାରେ ବସିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା