Masthead

ବେଞ୍ଜାମିନ ଲିଷ୍ଟ ଓ ଡେଭିଡ୍ ମାକମିଲାନଙ୍କୁ କେମିଷ୍ଟ୍ରିରେ ନୋବେଲ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ ): ୨୦୨୧ ପାଇଁ  ବେଞ୍ଜାମିନ ଲିଷ୍ଟ ଓ ଡେଭିଡ୍ ମାକମିଲାନଙ୍କୁ କେମିଷ୍ଟ୍ରିରେ ନୋବେଲ। ରସାୟନ ବିଜ୍ଞାନ ବା କେମିଷ୍ଟ୍ରିରେ ମର୍ଯ୍ୟାଦାଜନକ ନୋବେଲ ପୁରସ୍କାର ଘୋଷିତ ହୋଇଛି ।  ଷ୍ଟକହୋମ ସ୍ଥିତ ନୋବେଲ କମିଟି ପକ୍ଷରୁ ଆଜି ଟୁଇଟ କରି ଏହି ଘୋଷଣା କରାଯାଇଛି । ଆସିମେଟ୍ରିକ ଅର୍ଗାନୋକାଟାଲିସିସ କ୍ଷେତ୍ରରେ ଉଲ୍ଲେଖନୀୟ ଗବେଷଣା ପାଇଁ ସେମାନଙ୍କୁ ଏହି ପୁରସ୍କାର ଦିଆଯିବ । ମଙ୍ଗଳବାର ଭୌତିକ ବିଜ୍ଞାନ ବା ଫିଜିକ୍ସରେ ନୋବେଲ ପୁରସ୍କାର ଘୋଷଣା କରାଯାଇଥିଲା । ଜାପାନର ସ୍ବିକୁରୋ ମାନାବେ ଓ ଆମେରିକାର କ୍ଲାସ ହାସଲମ୍ୟାନ ଓ ଜର୍ଜିଓ ପାରିସିଙ୍କୁ ଏହି ପୁରସ୍କାର ଦିଆଯିବ । ଜଳବାୟୁର ଜଟିଳ ଭୌତିକ ପ୍ରକ୍ରିୟାର ଅଧ୍ୟୟନ ପାଇଁ ଉଭୟଙ୍କୁ ଯୁଗ୍ମଭାବେ ଏହି ପୁରସ୍କାର ଦିଆଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା