Masthead

ଏଣିକି ବିଧାୟକଙ୍କ ଶପଥ ଗ୍ରହଣ କରାଇବେନି ବାଚସ୍ପତି

କୋଲକାତା(ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗର ରାଜ୍ୟପାଳ ଜଗଦୀପ ଧନଖଡ଼ ଏବଂ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମଧ୍ୟରେ ପୁଣିଥରେ ବିବାଦ ଆରମ୍ଭ ହୋଇଛି । ରାଜ୍ୟପାଳ ଧନଖଡ ପଶ୍ଚିମବଙ୍ଗର ବାଚସ୍ପତି ବିମନ ବାନାର୍ଜୀଙ୍କ ଠାରୁ ବିଧାୟକମାନଙ୍କର ଶପଥ ଗ୍ରହଣ ଅଧିକାରକୁ ନେଇଯାଇଛନ୍ତି । ସେପଟେ ପଶ୍ଚିମବଙ୍ଗରେ ଏପରି ପ୍ରଥମଥର ପାଇଁ ହୋଇଛି ।

ଏ ଖବର ସାମ୍ନାକୁ ଆସିବା ପରେ ପୁଣିଥରେ ପଶ୍ଚିମବଙ୍ଗ ରାଜନୀତି ସରଗରମ ହୋଇଉଠିଛି । ଅନ୍ୟପଟେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭବାନୀପୁର ଉପ-ନିର୍ବାଚନରେ ବିଜେପିକୁ ମାତ ଦେଇ ବିଜୟୀ ହୋଇଥିଲେ । ମୁଖ୍ୟମନ୍ତ୍ରୀ ପଦରେ ରହିବାକୁ ହେଲେ ମମତାଙ୍କୁ ୪ ନଭେମ୍ବର ପୂର୍ବରୁ ଶପଥ ର୍ଗ୍ରହଣ କରିବାକୁ ପଡ଼ିବ । ତେବେ ଏହା ଶାସକ ଦଳର ଏକ ଚାଲ ବୋଲି ତୃଣମୂଳ କଂଗ୍ରେସ କହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା