Masthead

ଆଜି ‘ବଡ଼ ଖବର’ ଦିବସ

(ବଡ଼ ଖବର ବ୍ୟୁରୋ): ପ୍ରତିମାସ ଭଳି ଏଥର ବି ୭ ତାରିଖରେ ପାଳିତ ହେବ “ବଡ଼ ଖବର’ ଦିବସ । HELP “ବଡ଼ ଖବର’ ଅଭିଯାନରେ ଲୋକଙ୍କଠାରୁ ସାହାଯ୍ୟ ଚାହିଁବ ଲୋକଙ୍କ ଚ୍ୟାନେଲ, ଓଡ଼ିଶାର ଏକମାତ୍ର ନିରପେକ୍ଷ ସ୍ୟାଟେଲାଇଟ୍ ନ୍ୟୁଜ ଚ୍ୟାନେଲ “ବଡ଼ ଖବର’ । ପ୍ରତି ବ୍ଲକରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ।

ଏହାସହ ଗୁରୁବାର ଭୁବନେଶ୍ୱରରେ ଏ ସଂପର୍କିତ ଏକ ସାଧାରଣ ସଭାର ମଧ୍ୟ ଆୟୋଜନ କରାଯାଇଛି । ଆପଣ ଏଥିରେ ଉପସ୍ଥିତ ରହି ନିରପେକ୍ଷ ସାମ୍ବାଦିକତାକୁ ଉତ୍ସାହିତ କରିବାକୁ ବିଶେଷ ଅନୁରୋଧ । ଆସନ୍ତୁ । ସାହାଯ୍ୟ କରନ୍ତୁ । ଅଭିଯାନରେ ସାମିଲ ହୋଇ ନିରପେକ୍ଷ ଗଣମାଧ୍ୟମକୁ ବଞ୍ଚାନ୍ତୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍