Masthead

ବ୍ୟୋମକେଶ ରାୟଙ୍କ ଗାଡ଼ିକୁ ଫାଇନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିଧାୟକ ବ୍ୟୋମକେଶ ରାୟଙ୍କ ଗାଡ଼ିକୁ ୨ହଜାର ଫାଇନ । ପୁରୀ ନିଷିଦ୍ଧାଞ୍ଚଳରେ ବେଆଇନ ପାର୍କିଂକୁ ନେଇ ଫାଇନ ଲଗାଇଛି । ଶ୍ରୀମନ୍ଦିର ସମ୍ମସ୍ୱକ୍ଷ ଜଗାବଳିଆ ଲଜ୍ଠାରୁ ଶ୍ରୀନହର ଦେଇ ଉତ୍ତର ଦ୍ୱାର ପର୍ଯ୍ୟନ୍ତ କୌଣସି ଗାଡ଼ି ପାର୍କିଂ ହେବ ନାହିଁ ବୋଲି ନିର୍ଦ୍ଦେଶ ହୋଇଥିଲା । ତେବେ ଏହି ଅଞ୍ଚଳକୁ ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟଙ୍କ ଗାଡ଼ି ପଶି ଆସିଥିଲା ।

ଏହି ଘଟଣା ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ପୋଲିସ ବିଧାୟକଙ୍କଠାରୁ ୨ହଜାର ଟଙ୍କା ଜୋରିମାନା ଆଦାୟ କରିଛି । ଗାଡ଼ିଟି ସିଂହଦ୍ୱାର ସମ୍ମୁଖକୁ ମଧ୍ୟ ଯାଇଥିଲା । ପରେ ଟ୍ରାଫିକ ପୋଲିସ ଗାଡ଼ିକୁ ଜବତ କରି ଜୋରିମାନା ଆଦାୟ କରିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ