ଆର୍ୟନକୁ ମିଳିଲାନି ଜାମିନ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ଆର୍ୟନକୁ ମିଳିଲାନି ଜାମିନ । ଡ୍ରଗ୍ସ ମାମଲାରେ ଛନ୍ଦି ହୋଇଥିବା ଆର୍ୟନ ଖାନଙ୍କ ବଢିଲା ଅଡ଼ୁଆ । ସେପଟେ ଆର୍ୟ୍ୟନ ସମେତ ଗିରଫ ହୋଇଥିବା ୮ ଜଣଙ୍କ ଜାମିନ ଶୁଣାଣି ଆସନ୍ତାକାଲିକୁ ଘୁଞ୍ଚାଇଛନ୍ତି କୋର୍ଟ । ଜାମିନ ନାମଞ୍ଜୁର ହେବା ଫଳରେ ଆର୍ୟ୍ୟନ ସମେତ ୮ ଜଣ ଅଭିଯୁକ୍ତଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି । ତେବେ ସେମାନଙ୍କୁ ଏନ୍‌ସିବି ହେପାଜତକୁ ପଠାଯିବ ନାହିଁ ବୋଲି କହିଛନ୍ତି କୋର୍ଟ ।

ପୂର୍ବରୁ ଆର୍ୟ୍ନ୍‌ ସମେତ ଅନ୍ୟ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଆଣି ମାରାଥନ୍‌ ଜେରା କରିଥିଲା ଏନ୍‌ସିବି । ବର୍ତ୍ତମାନ ରିମାଣ୍ଡ ଅବଧି ଶେଷ ହେବାପରେ ଆସନ୍ତା ୧୧ ତାରିଖ ଯାଏଁ ପୁଣି ରିମାଣ୍ଡରେ ନେବାକୁ ଏନ୍‌ସିବି ଆବେଦନ କରିଥିଲା । ଏହାର ଶୁଣାଣିକରି ଅଭିଯୁକ୍ତଙ୍କୁ ପୁଣିଥରେ ରିମାଣ୍ଡ ବଦଳରେ ବିଚାର ବିଭାଗୀୟ ହାଜତକୁ ପଠାଇଛନ୍ତି କୋର୍ଟ । ଆସନ୍ତାକାଲି ବେଲ୍‌ ନେଇ ପରବର୍ତ୍ତୀ ଶୁଣାଣି ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ