Masthead

ବେଳାଭୂମିରେ କାଲି ଭାସି ଯାଇଥିଲେ, ଆଜି ମୃତଦେହ ଉଦ୍ଧାର

ପୁରୀ(ବଡ଼ ଖବର ବ୍ୟୁରୋ):  ପୁରୀ ସମୁଦ୍ର ବେଳା ଭୂମିରେ ଗାଧୋଉଥିବା ବେଳେ ଗତକାଲିଠୁ ନିଖୋଜ ଥିବା ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି । ଚକ୍ରତୀର୍ଥ ରୋଡ ପିଙ୍କ ହାଉସ ବେଳାଭୂମିରୁ ମୃତଦେହ ଉଦ୍ଧାର କରାଯାଇଛି । ପରେ ଶବ ବ୍ୟବଚ୍ଛେଦ ପାଇଁ ପଠାଯାଇଛି । ମୃତ ଛାତ୍ର ଜଣଙ୍କ ପଶ୍ଚିମବଙ୍ଗର ଅରବାଜ କାଦିର । ସୂଚନା ଅନୁଯାୟୀ, ଗତକାଲି ଅପରାହ୍ନରେ ଭଦ୍ରକ ଜିଲ୍ଲାର ରାହେଶ କୁମାର ସିଂ, ଅନୁଗୋଳର ଓମ ପ୍ରକାଶ ଯାଦବ ଓ ପଶ୍ଚିମବଙ୍ଗର ଅରବାଜ କାଦିର ପୁରୀ ଆସିଥିଲେ ।

ତେବେ ସେମାନେ ଲାଇଟ ହାଉସ ବେଳାଭୂମିରେ ଗାଧୋଉଥିବା ବେଳେ ଲହଡିରେ ଭାସିଯାଇଥିଲେ । ସେମାନଙ୍କ ଚିତ୍କାର ଶୁଣି ଲାଇଫଗାର୍ଡ ଜଣଙ୍କ ଭିତରୁ ରାହେଶ ଓ ଓମ ପ୍ରକାଶଙ୍କୁ ଉଦ୍ଧାର କରିଥିଲେ । ଉଦ୍ଧାର ପରେ ସେମାନଙ୍କୁ ପୁରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସମସ୍ତେ କରଲିକତାର ଏରୋନଟିକାଲ ଇନିଷ୍ଟିଚ୍ୟୁଟର ଛାତ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି