Masthead

ଆର୍ୟନଙ୍କ ବେଲ୍ ଶୁଣାଣୀ ୧୧ଟାରେ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): କ୍ରୁଜରେ ରେଭ ପାର୍ଟିରୁ ଡ୍ରଗ୍ସ ଜବତ ମାମଲା । ଗିରଫ ଜୁନିଅର କିଙ୍ଗ ଖାନଙ୍କର ବେଲ ଆବେଦନର ଶୁଣାଣୀ ଦିନ ୧୧ ଟାରେ । ଜାମିନ ଆବେଦନ ଉପରେ ରାୟ ପ୍ରକାଶ କରିବେ ମୁମ୍ବାଇ ମେଟ୍ରୋପଲିଟାନ୍ କୋର୍ଟ । ଗତକାଲି ଏନସିବି ହେଡ୍ କ୍ୱାର୍ଟର୍ସରେ ରାତି କାଟିଥିଲେ ଆର୍ୟନ୍ ଖାନ୍ ଓ ଅନ୍ୟ ୭ ଅଭିଯୁକ୍ତ । ଗତକାଲି ସେମାନଙ୍କର ରିମାଣ୍ଡ ଅବଧି ଶେଷ ହୋଇଥିଲା । ଏହାପରେ ଅଭିଯୁକ୍ତଙ୍କୁ କୋର୍ଟରେ ହାଜର କରିଥିଲା ଏନସିବି ।

୧୧ ଯାଏ ରିମାଣ୍ଡରେ ନେବାକୁ ଅପିଲ ହୋଇଥିଲେ ବି କୋର୍ଟ ଅନୁମତି ଦେଇ ନଥିଲେ । ଫଳରେ ସେମାନଙ୍କୁ ବିଚାରବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିଲା । ଏପର୍ଯ୍ୟନ୍ତ ମୁମ୍ବାଇ କ୍ରୁଜ୍ ଡ୍ରଗ୍ସ କେସରେ ଏଯାଏ ୧୭ ଜଣଙ୍କୁ ଗିରଫ କରାଯାଇଛି । ଏମାନଙ୍କ ଭିତରେ ଜଣେ ବିଦେଶୀ ନାଗରିକ ବି ଅଛନ୍ତି । ସେହିପରି ରାଉରକେଲାର ଦୁଇ ଜଣ ଓଡ଼ିଆ ମନୀଷ ରାଜଗରିଆ ଓ ଅଭିନ୍ ଦିନନାଥ ସାହୁଙ୍କୁ ବି ଗିରଫ କରି ହେପାଜତରେ ନେଇଛି ଏନସିବି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍