Masthead

ଜନ୍ମ ଦିନରେ ପୁଅକୁ ଝୁରୁଛନ୍ତି ମା’

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଶାହରୁଖ ଖାନଙ୍କ ପତ୍ନୀ ଗୌରୀ ଖାନଙ୍କ ଆଜି ୫୧ ତମ ଜନ୍ମଦିନ। ଏଥି ସହିତ ଆଜି ଆର୍ୟ୍ୟନ ଖାନଙ୍କର ମଧ୍ୟ ଜାମିନ ଶୁଣାଣି । ଏଭଳି ପରିସ୍ଥିତିରେ କୋର୍ଟଙ୍କ ନିଷ୍ପତ୍ତି କ’ଣ ହେବ ତାହା ଦେଖିବାକୁ ପରିବାରର ନଜର। ତେବେ ଆର୍ୟ୍ୟନ ତାଙ୍କ ମାଆଙ୍କ ଜନ୍ମ ଦିନରେ ମା’ଙ୍କୁ ଝୁରୁଛନ୍ତି । ସେପଟେ ଗୌରୀ ଖାନ ମଧ୍ୟ ପୁଅକୁ ଝୁରୁଛନ୍ତି ।ଗିରଫ ଜୁନିଅର କିଙ୍ଗ ଖାନଙ୍କର ବେଲ ଆବେଦନର ଆଜି ଶୁଣାଣୀ ।

ଜାମିନ ଆବେଦନ ଉପରେ ରାୟ ପ୍ରକାଶ କରିବେ ମୁମ୍ବାଇ ମେଟ୍ରୋପଲିଟାନ୍ କୋର୍ଟ । ଏହି ମାମଲାରେ ମୁମ୍ବାଇ କୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଆର୍ୟ୍ୟନଙ୍କ ସମେତ ଆଠ ଜଣ ଅଭିଯୁକ୍ତ୧୪ ଦିନ ପାଇଁ ନ୍ୟାୟିକ ଜେଲରେ ଅଛନ୍ତି। ତେବେ ତାଙ୍କ ନିକଟରୁ କୌଣସି ଡ୍ରଗ୍ସ ଉଦ୍ଧାର କରାଯାଇ ନାହିଁ ବୋଲି ଆର୍ୟ୍ୟନ୍ ଖାନଙ୍କ ଓକିଲ ସତୀଶ କହିଛନ୍ତି। ଏଥି ସହିତ ସ୍ବତନ୍ତ୍ର ଏନଡିପିଏସ କୋର୍ଟ ଏହି ମାମଲାର ଶୁଣାଣି କରିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’