Masthead

କର୍ମଚାରୀଙ୍କ ପାଇଁ ଖୁସି ଖବର, ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର । କର୍ମଚାରୀଙ୍କ ମହାଙ୍ଗା ଭତ୍ତା ୧୧ ପ୍ରତିଶତ ବଢାଇଲେ ରାଜ୍ୟ ସରକାର । ଜୁଲାଇ ୨୧ରୁ ମହଙ୍ଗା ଭତ୍ତାରେ ୧୧ ପ୍ରତିଶତ ବୃଦ୍ଧି କରାଯାଇଛି । ଯାହା ଫଳରେ ୧୭ ପ୍ରତିଶତରୁ ୨୮ ପ୍ରତିଶତକୁ ପହଞ୍ଚିଛି । ଅକ୍ଟୋବର ମାସର ଦରମାରେ ମିଳିବ ବର୍ଦ୍ଧିତ ଭତ୍ତା । ଯାହାଫଳରେ ରାଜ୍ୟର ୪ ଲକ୍ଷ କର୍ମଚାରୀ, ସାଢେ ୩ଲକ୍ଷ ସେନସନ ଭୋଗୀ ଉପକୃତ ହେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ