୨୩ ବର୍ଷ ପରେ ରାୟ, ନିର୍ଦ୍ଦୋଶରେ ଖଲାସ ହେଲେ ଅଭିଯୁକ୍ତ

କଟକ (ବଡ଼ ଖବର ବ୍ୟୁରୋ): ଫସଲ କଟାକୁ କେନ୍ଦ୍ର କରି ଜଣେ ବ୍ୟକ୍ତିକୁ ହତ୍ୟା କରିବା ଅଭିଯୋଗରେ ଆଜୀବନ ସଜ୍ଜା ଭୋଗୁଥିବା ରମେଶ ସାହୁଙ୍କୁ ହାଇକୋର୍ଟ ନିର୍ଦ୍ଦୋଶରେ ଖଲାସ କରିଛନ୍ତି । ୨୩ ବର୍ଷ ପରେ ରାୟ ପ୍ରକାଶ ପାଇଛି । ବିଚାରପତି ଜଷ୍ଟିସ ଏସକେ ମିଶ୍ର ଏବଂ ଜଷ୍ଟିସ ସାବିତ୍ରୀ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି ।

ବଲାଙ୍ଗୀର ଜିଲ୍ଲା ବିରମିତ୍ରପୁର ଥାନା କୋମିରା ଗ୍ରାମରେ ଫସଲ କଟାକୁ ନେଇ ରମେଶ ସାହୁ ଏବଂ ମାଗୁଣୀ ପ୍ରଧାନଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା । ରମେଶ ମାଗୁଣୀଙ୍କୁ କଟୁରୀରେ ହାଣି ହତ୍ୟା କରିଥିଲେ । ପୋଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟରେ ହାଜର କରିଥିଲେ । ଅଦାଲତ ମାମଲାରେ ରାୟ ପ୍ରକାଶ କରି ଅଭିଯୁକ୍ତକୁ ଆଜୀବନ କରାଦଣ୍ଡରେ ଦଣ୍ଡିତ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ