Masthead

ଯୋଗୀ ସରକାରଙ୍କ ଉପରେ ସୁପ୍ରିମକୋର୍ଟ ଅସନ୍ତୋଷ

ଲଖିମପୁର (ବଡ଼ ଖବର ବ୍ୟୁରୋ): ୟୁପି ସରକାରଙ୍କ ଉପରେ ସୁପ୍ରିମକୋର୍ଟ ଖପ୍ପା । ଲଖିମପୁର ଖେରି ହିଂସାରେ କୋର୍ଟଙ୍କ ଶୁଣାଣି । ରାଜ୍ୟ ସରକାରଙ୍କ ପଦକ୍ଷେପ ଯଥେଷ୍ଟ ନୁହେଁ ବୋଲି କହିଛନ୍ତି କୋର୍ଟ । ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ କାହିଁକି ଗିରଫ କରାଯାଇନି । ‘ଘଟଣାର ତଦନ୍ତ ସନ୍ତୋଷଜନକ ନୁହେଁ’ । ଅନ୍ୟ କୌଣସି ସଂସ୍ଥାକୁ ତଦନ୍ତ ଦାୟିତ୍ୱ ଦିଆଯାଉ ବୋଲି କହିଛନ୍ତି । ପୋଲିସର କାର୍ଯ୍ୟଶୈଳୀ ଉପରେ ପ୍ରଶ୍ନ କରିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ ।

ଅକ୍ଟୋବର ୨୦ରେ ମାମଲାର ହେବ ପରବର୍ତ୍ତୀ ଶୁଣାଣି । ସେପଟେ ସମନ ପରେ ମଧ୍ୟ କ୍ରାଇମବ୍ରାଞ୍ଚ ନିକଟରେ ହାଜର ହୋଇନାହାନ୍ତି ଆଶିଷ ମିଶ୍ରା। ଆଜି କ୍ରାଇମବ୍ରାଞ୍ଚ ନିକଟରେ ହାଜର ପାଇଁ ତାଙ୍କୁ ସମନ ହୋଇଥିଲା। ସକାଳ ୧୦ ସୁଦ୍ଧା ତାଙ୍କୁ କ୍ରାଇମବ୍ରାଞ୍ଚ ଅଫିସରେ ପହଞ୍ଚିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଆଶିଷଙ୍କ ପତ୍ତା ମିଳୁନଥିବା ବେଳେ ତାଙ୍କ ଘର ଆଗରେ ନୋଟିସ ଲଗାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ!