Masthead

ଜେଲ୍‌ ଗଲେ ଆର୍ୟ୍ୟନ୍‌

ମୁମ୍ୱାଇ(ବଡ଼ ଖବର ବ୍ୟୁରୋ): ଆର୍ୟ୍ୟନ୍‌ ଖାନଙ୍କୁ ମିଳିଲାନି ବେଲ୍ । ଶେଷରେ ଜେଲ୍‌ ଗଲେ ଆର୍ୟ୍ୟନ୍‌ । ମୁମ୍ବାଇର ଜିଲ୍ଲା କୋର୍ଟରେ ଜାମିନ୍‌ ଆବେଦନ ନେଇ ଶୁଣାଣି ପରେ ଏହି ନିଷ୍ପତ୍ତି ହୋଇଛି । ଏହାପରେ ତାଙ୍କୁ ଏନ୍‌ସିବି ହେପାଜତରୁ ବିଚାର ବିଭାଗୀୟ ହାଜତ ନେଇ ମୁମ୍ବାଇର ଆର୍ଥର ରୋଡ ଜେଲ୍‌ ପଠାଇ ଦିଆଯାଇଛି । ଆର୍ୟ୍ୟନ୍‌ଙ୍କ କୋଭିଡ଼ ଟେଷ୍ଟ ଓ ସ୍ବାସ୍ଥ୍ୟ ପରୀକ୍ଷା ପରେ ତାଙ୍କୁ ଜେଲ୍ ନିଆଯାଇଛି । ଗଲା ସପ୍ତାହେ ଧରି ଏନସିବି ହେପାଜତରେ ଥଲେ ଆର୍ୟ୍ୟନ୍‌ ।

ମୁମ୍ବାଇରୁ ଗୋଆ ଯିବାକୁ ଥିବା ଏକ କ୍ରୁଜ୍ ଜାହାଜରେ ଚାଲୁଥିବା ଡ୍ରଗ୍ ପାର୍ଟିର ସାମିଲ ଥିବାରୁ ତାଙ୍କୁ ନାର୍କୋଟିକ୍ସ କଣ୍ଟ୍ରୋଲ୍ ବ୍ୟୁରୋ ଗିରଫ କରିଥିଲା । ଅକ୍ଟୋବର ୨ ଶନିବାର ଦିନ ତାଙ୍କୁ ଏନସିବି ଗିରଫ କରିଥିଲା। ତେବେ ଆର୍ୟ୍ୟନ ଖାନଙ୍କ ପାଖରୁ କୌଣସି ଡ୍ରଗ୍ସ ଜବତ କରାଯାଇ ନାହିଁ ବୋଲି କୁହାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା