Masthead

ଜେଲ ଗଲେ ଚିଲିକା ବିଧାୟକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଜେଲ ଗଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଖାରଜ । ସୁଶାନ୍ତଙ୍କ ଜାମିନ ଆବେଦନକୁ ଖାରଜ କରିଥିଲେ ଏଡିଜେ କୋର୍ଟ । ହାଇକୋର୍ଟଙ୍କ ନିର୍ଦ୍ଦେଶରେ ଏଡିଜେ କୋର୍ଟରେ ହାଜର ହୋଇଥିଲେ । ଆଜି ଏଡିଜେ କୋର୍ଟରେ ହାଜର ହୋଇ ଜାମିନ ଆବେଦନ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା