Masthead

ଆଫଗାନିସ୍ତାନରେ ଭୟଙ୍କର ବିସ୍ଫୋରଣ

ବଡ଼ ଖବର ବ୍ୟୁରୋ: ପୁଣି ଆତଙ୍କୀ ଆତଙ୍କ ମଚାଇଲେ । ମସଜିଦକୁ ଟାର୍ଗେଟ କରି ବଡ଼ ଧରଣର ବିସ୍ପୋରଣ ହୋଇଛି । ଏହି ବିସ୍ପୋରଣରେ ୫୦ ଜଣଙ୍କ ଜୀବନ ଯାଇଥିବା ବେଳେ ୯୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ଆଫଗାନିସ୍ତାନର କୁଣ୍ଡଉଜ ପ୍ରଦେଶରେ ଥିବା ଗୋଟିଏ ମସଜିଦରେ ସମୂହ ନମାଜ ପାଠ ଚାଲିଥିବା ବେଳେ ଏହି ବିସ୍ପୋରଣ ହୋଇଥିଲା । ସଂଖ୍ୟାଲଘୁ ଶିହା ମୁସଲିମଙ୍କୁ ଟାର୍ଗେଟ କରି ଏହି ବିସ୍ପୋରଣ କରାଯାଇଥିବାର ସୂଚନା ମିଳିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି