Masthead

ରାସ୍ତା କଡ଼ରୁ କ୍ଷତବିକ୍ଷତ ଶବ ଉଦ୍ଧାର

ଆସିକା (ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ବନ୍ଧମୁଣ୍ଡା ପଞ୍ଚାୟତର ବି. ଚିକିଲି ଗ୍ରାମ ରାସ୍ତାକଡ଼ରୁ ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର ହୋଇଛି । ମୃତକ ଜଣକ ଶେରଗଡ଼ ପାଇକ ସାହିର ସନ୍ୟାସୀ ସେଠୀ ବୋଲି ଜଣାଯାଇଛି । ଚୁନମିସ୍ତ୍ରୀ ଭାବେ କାର୍ଯ୍ୟ କରୁଥିବା ସନ୍ୟାସୀ ଚିକିଲିରୁ କାମସାରି ଫେରିବା ବେଳେ ଏକ ଧରୁଆ ଅସ୍ତ୍ରରେ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ହତ୍ୟାର ପ୍ରକୃତ କାରଣ ଜଣାପଡ଼ିନାହିଁ । ପୋଲିସ ଘଟଣାସ୍ଥଳରେ ପହଁଚି ଶବ ଜବତ କରିବା ସହ ହତ୍ୟା ମାମଲା ରୁଜ୍ଜୁ କରି ତଦନ୍ତ ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ