Masthead

ବିଦ୍ୟାଭାରତୀଙ୍କ ନାଁରେ ମାମଲା ରୁଜୁ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିଦ୍ୟାଭାରତୀଙ୍କ ନାଁରେ ମାମଲା ରୁଜୁ । ବିଦ୍ୟାଭାରତୀଙ୍କ ଅବହେଳାରୁ ସୌମ୍ୟଙ୍କ ମୃତ୍ୟୁ ଘଟିଛି । ଉପଯୁକ୍ତ ପଦକ୍ଷେପ ନନେବାରୁ ତାଙ୍କର ମୃତ୍ୟୁ ହୋଇଛି । ସେପଟେ ସୌମ୍ୟ ଓ ବିଦ୍ୟାଙ୍କ ବୈବାହିକ ଜୀବନ ଭଳ ନଥିଲା । ତେଣୁ ନିଆଁ ଲିଭେଇବାକୁ ଯଥେଷ୍ଟ ପ୍ରୟାସ କରିନଥିଲେ ବିଦ୍ୟାଭାରତୀ ବୋଲି ଏଡିଜି ସଞ୍ଜୀବ ପଣ୍ଡା କହିଛନ୍ତି । । ବିଦ୍ୟାଭାରତୀଙ୍କ ନାମରେ ୨୮୫ ଓ ୩୦୪ ଏ ମାମଲା ରୁଜୁ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା