Masthead

ସୌମ୍ୟଙ୍କ ମୃତ୍ୟୁ ଏକ ଦୁର୍ଘଟଣା; କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):   ବହୁ ଚର୍ଚ୍ଚିତ ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣା । ତଦନ୍ତ ପରେ ଏହା ସ୍ପଷ୍ଟ ହୋଇଛି ଯେ, ସୌମ୍ୟଙ୍କ ମୃତ୍ୟୁ ଏକ ଦୁର୍ଘଟଣା । ଆଜି କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା ତଦନ୍ତ ପରେ ଏହି ସୂଚନା ଦେଇଛନ୍ତି ।

ଏଡିଜି କହିଛନ୍ତି ଯେ, ସୌମ୍ୟଙ୍କ ମୃତ୍ୟୁକାଳୀନ ଜମାନବନ୍ଦୀ ଓ ତଦନ୍ତରୁ ଏହା ଏକ ଦୁର୍ଘଟଣା ଜନିତ ମୃତ୍ୟୁ ବୋଲି ଜଣାପଡିଛି । ସୌମ୍ୟ ରହୁଥିବା ପାରଳାଖେମୁଣ୍ଡି ସରକାରୀ ବାସ ଭବନରରେ ହିଁ ଏହି ଦୁର୍ଘଟଣା ଘଟିଛି । ଏଥିରେ ସୌମ୍ୟଙ୍କ ପତ୍ନୀଙ୍କ କୌଣସି ସମ୍ପୃକ୍ତି ନାହିଁ । ତେବେ ଏହି ରିପୋର୍ଟରେ ସୌମ୍ୟଙ୍କ ପତ୍ନୀ ଅବହେଳା କରିଛନ୍ତି ବୋଲି ଦର୍ଶାଯାଇଛି । ଏଡିଜି କହିଛନ୍ତି ଯେ, ସୌମ୍ୟଙ୍କ ଦେହରେ ନିଆଁ ଲାଗିଥିଲା ବେଳେ ପତ୍ନୀ ବଦ୍ୟାଭାରତୀ ପଣ୍ଡା ଲିଭାଇ ନଥିଲେ । ଏ ନେଇ ତାଙ୍କ ଉପରେ କଡା କାର୍ଯ୍ୟନୁଷ୍ଠାନ ନିଆଯିବା ବୋଲି କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ