Masthead

ପ୍ରକାଶ ପାଇଲା ଓଏଏସ ରେଜଲ୍ଟ ; ଅଶ୍ୱିନୀ ପଣ୍ଡା ଟପ୍ପର

(ବଡ଼ ଖବର ବ୍ୟୁରୋ): ପ୍ରକାଶ ପାଇଲା ଓଡ଼ିଶା ପ୍ରଶାସନିକ ସେବା ରେଜଲ୍ଟ । ଓଏଏସ ହୋଇଛନ୍ତି ଟପ୍ପର ଅଶ୍ୱିନୀ କୁମାର ପଣ୍ଡା । ଦ୍ୱିତୀୟ ସ୍ଥାନରେ ରହିଛନ୍ତି ଅଙ୍କୁର ଅଭିଳାଶ । ସେହିପରି ତୃତୀୟ ସ୍ଥାନରେ ରହିଛନ୍ତି ରଶ୍ମୀରେଖା ପାତ୍ର । ୩୦ ଓଏଏସ, ୭ ଓପିଏସ, ୫ ଓସିଏସ ଏବଂ ୯ ଓଏଫଏସ ପାଇଁ ହୋଇଥିଲା ପରୀକ୍ଷା । ଯେଉଁଥିରେ ଭାଗ ନେଇଥିଲେ ପ୍ରାୟ ୪୭ ହଜାର ୭୧୯ ପରୀକ୍ଷାର୍ଥୀ । ୧ ହଜାର ୮୮୦ଜଣ ଲିଖିତ ପାଇଁ ବିବେଚିତ ହୋଇଥିବାବେଳେ ୧୬୧୦ଜଣ ଲିଖିତ ପରୀକ୍ଷା ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ