Masthead

ଅନଶନରେ ସିଦ୍ଧୁ

ପଞ୍ଜାବ(ବଡ଼ ଖବର ବ୍ୟୁରୋ): ଅନଶନରେ ବସିଛନ୍ତି ନବଜୋତ ସିଂହ ସିଦ୍ଧୁ । ଉତ୍ତରପ୍ରଦେଶ ଲଖିମପୁର ଖେରି ହିଂସାକାଣ୍ଡ ଦିନକୁ ଦିନ ତେଜିବାରେ ଲାଗିଛି । ଏହା ମଧ୍ୟରେ ପଞ୍ଜାବ କଂଗ୍ରେସ ମୁଖ୍ୟ ନବଜୋତ ସିଂହ ସିଦ୍ଧୁ ତଦନ୍ତରେ ଆଶିଷ ସାମିଲ ନ ହେବା ଯାଏ ଭୋକ ଉପାସରେ ଧାରଣା ଦେବା ଆରମ୍ଭ କରିଛନ୍ତି। ଆଜି ସିଦ୍ଧୁ ଲଖିମପୁର ଖେରି ହିଂସାରେ ପ୍ରାଣ ହରାଇଥିବା ସାମ୍ବାଦିକ ରମଣ କଶ୍ୟପଙ୍କ ଘରେ ପହଞ୍ଚିଥିଲେ।

ଏହାପରେ ସେଠାରେ ତାଙ୍କ ପରିବାର ଲୋକଙ୍କୁ ଭେଟି ଅନଶନ ଆରମ୍ଭ କରିଛନ୍ତି। ଏହାପୂର୍ବରୁ ସେ କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅ ତଦନ୍ତରେ ସାମିଲ ନ ହେବା ଯାଏ ଓ ପୁଲିସ୍‌ ତାଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ଗ୍ରହଣ ନ କରିବା ଯାଏ ଅଖିଆ ଅପିଆ ଅନଶନ କରିବେ ବୋଲି ଘୋଷଣା କରିଥିଲେ। ତଦ୍‌ନୁଯାୟୀ ଏବେ ସିଦ୍ଧୁ ଅନଶନ ଆରମ୍ଭ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼