Masthead

ବସ୍ତି ସଫା କରୁଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଭଦ୍ରା

ଲଖିମପୁର (ବଡ଼ ଖବର ବ୍ୟୁରୋ): କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଭଦ୍ରା ଉତ୍ତର ପ୍ରଦେଶର ହିଂସା ପ୍ରଭାବିତ ଲଖିମପୁର ଖେରି ଯିବାବେଳେ ସୋମବାର ତାଙ୍କୁ ପୋଲିସ ଅଟକ ରଖିଥିଲା । ପରେ ପ୍ରିୟଙ୍କାଙ୍କୁ ଗିରଫ କରାଯାଇ ସୀତାପୁର ଗେଷ୍ଟ ହାଉସରେ ଝାଡ଼ୁ ମାରୁଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଦେଖି ଯୋଗୀ ଆଦିତ୍ୟନାଥ ତାଚ୍ଛଲ୍ୟ କରିଥିଲେ ।

ସେ କହିଥିଲେ ଲୋକେ ଚାହୁଁଛନ୍ତି କଂଗ୍ରେସ ନେତା କେବଳ ଏହି କାମ କରନ୍ତୁ । ଏହାର ଜବାବରେ ପ୍ରିୟଙ୍କା ଶୁକ୍ରବାର ହଠାତ ଲକ୍ଷେ୍ନøର ଲବକୁଶ ନଗର ଦଳିତ ବସ୍ତିକୁ ଯାଇ ସେଠାରେ ଝାଡ଼ୁ ମାରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି